ଆଜି ଓଡିଶାରୁ ୭୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ପଜିଟିଭଙ୍କ ସଂଖ୍ୟା ।  ଗତ  ୨୪ ଘଣ୍ଟା ମଧ୍ୟରେ ଓଡିଶାରୁ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିକଟ କରି ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୭ ଜଣ ପଜିଟିଭ ରହିଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ-

Leave A Reply

Your email address will not be published.

ବ୍ରେକିଂ