କରୋନା ୨ୟ ଲହରରେ ୮୦୦ ଡାକ୍ତରଙ୍କ ମୃତ୍ୟୁ

 ନୂଆଦିଲ୍ଲୀ : କରୋନା ମହାମାରୀର ୨ୟ ଲହରରେ ପ୍ରାୟ ୮୦୦ ଡାକ୍ତରଙ୍କ ଜୀବନ ଯାଇଛି। ପ୍ରଥମ ଓ ୨ୟ ତରଙ୍ଗରେ ପ୍ରାୟ ୧୫୦୦ରୁ ଅଧିକ ଡାକ୍ତରଙ୍କ ପ୍ରାଣହାନୀ ଘଟିଛି। ଆଜି ଜାତୀୟ ଡାକ୍ତର ଦିବସରେ ଏଭଳି ତଥ୍ୟ ଆଇଏମଏ ପକ୍ଷରୁ ସୂଚନା ମିଳିଛି।

ଏହି ଡାକ୍ତରଙ୍କ ମଧ୍ୟରେ କର୍ଣ୍ଣାଟକରେ ୫ ମାସ ଗର୍ଭବତୀ ଜଣେ ଡାକ୍ତରଙ୍କ ସମେତ ବିହାରରେ ୮୦ ବର୍ଷର,ତେଲେଙ୍ଗାନାରେ ୯୬ ଡାକ୍ତର ବର୍ଷ ମୃତ୍ୟୁବରଣ କରିଛନ୍ତି। ଏବେ ପ୍ରାଥମିକ ଆକଳନରୁ ୮୦୦ ଡାକ୍ତର ଜଣାପଡିଥିବା ବେଳେ ଏହି ସଂଖ୍ୟା ଆହୁରି ଅଧିକ ହୋଇପାରେ ବୋଲି ମଧ୍ୟ ସନ୍ଦେହ କରାଯାଉଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ