ଆଜି ଓଡିଶାରୁ ୮୧୮୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ସଂଖ୍ୟା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଘଟୁଛି । ଆଜି ରାଜ୍ୟରୁ  ୮୧୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ମୋଟ ୮ ଲକ୍ଷ ୪ ହଜାର ୯୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୮୭ ଜଣ ରହିଛନ୍ତି ।

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ସୁସ୍ଥ :-

Leave A Reply

Your email address will not be published.

ବ୍ରେକିଂ