ଆଜି ଓଡିଶାରୁ କରୋନାରୁ ୮୨୯୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରୁ ଆଜି କରୋନା ମହାମାରୀରୁ ୮୨୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୪୮ ଜଣ ଅଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷ ୭୨ ହଜାର ୯୭୨କୁ ବୃଦ୍ଧି ପାଇଛି

ଆସନ୍ତୁ ନଜର ପକାଇବା କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ସୁସ୍ଥ

Leave A Reply

Your email address will not be published.

ବ୍ରେକିଂ