ଓଡିଶାରୁ ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୮୩ ଜଣ କରୋନା ଆକ୍ରାନ୍ତ । ସୁନ୍ଦରଗଡ଼ରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ପୁରୀରୁ ୧୧, ସମ୍ବଲପୁରରୁ ୯, ବରଗଡ଼, ଯାଜପୁର ଓ କଟକରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

<>

</>

ସେହିପରି ଖୋର୍ଦ୍ଧାରୁ ୫, ବଲାଙ୍ଗିର ଓ ମୟୂରଭଞ୍ଜରୁ ୪ ଜଣ ଲେଖାଏଁ, ବାଲେଶ୍ୱରରୁ ୩, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏଥିସହ ଗଞ୍ଜାମ, ଜଗତସିଂହପୁର ଓ କଳାହାଣ୍ଡିରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୩ ଲକ୍ଷ ୩୩ ହଜାର ୬୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି ।

Leave A Reply

Your email address will not be published.

ବ୍ରେକିଂ