ଆଜି ଭୁବନେଶ୍ୱରରୁ ୮୭୧ କରୋନା ପଜିଟିଭ୍ ଚିହ୍ନଟ, ୧୦୭୩ ସୁସ୍ଥ

ଭୁବନେଶ୍ୱର: ରାଜଧାନୀରେ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ କିଛିଦିନ ହେଲା ହଜାର ତଳକୁ ରହୁଛି ଆକ୍ରାନ୍ତଙ୍କ ସଖ୍ୟା । ଆଜି ଭୁବେଶ୍ୱରରୁ ୮୭୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୨ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୬୮୯ । ସେହିପରି ୧୦୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମସି ।

ଆଜିର ଚିହ୍ନଟ ଆକ୍ରାନ୍ତକୁ ମିଶାଇ ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ଚିହ୍ନଟ ହେଲେଣି ୭୩ ହଜାର ୯୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ ହଜାର ୯୭୬ ଜଣ ସୁସ୍ଥ ହୋଇଥିବା ବେଳେ, ୩୩୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୧୧ ହଜାର ୬୪୧ ଜଣଙ୍କ ଚକିତ୍ସା ଚାଲିଛି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ