ଆଜି ଭୁବନେଶ୍ୱରରୁ ୯୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୦୨ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୯୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୪୯ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ହଜାର ୬୭୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ୱରରୁ ୧୧୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୬୬ ହଜାର ୩୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦ ହଜାର ୯୮୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୪୩ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ