ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ସମ୍ବଲପୁର: ଗାଁ ଦାଣ୍ଡରେ ବାପାଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲା ପୁଅ। ସମ୍ବଲପୁର ରେଢ଼ାଖୋଲ ଥାନା ଆମ୍ବଝରି ଗାଁରେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଛି। ନିଶାଶକ୍ତ ହୋଇ ପୁଅ ବାପାକୁ ହାଣିଥିବା ସୂଚନା ମିଳିଛି।  ମୃତକ ହେଲେ ଶୁକୁରୁ ମିର୍ଦ୍ଧା

ନୂଆଁଖାଇ ପାଇଁ ସବୁଠି ଆନନ୍ଦର ମାହୋଲ ଥିବା ବେଳେ ପୁଅ ଟଙ୍କଧର ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲା। କୌଣସି କଥାକୁ ନେଇ ବାପଙ୍କ ସହିତ ଯୁକ୍ତିତର୍କ କରିଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ଟଙ୍କଧର ବାପାକୁ ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା।

ଏନେଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ମୃତଦେହ ଓ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଛି।  ଅଭିଯୁକ୍ତ ସାନପୁଅ ଟଙ୍କଧରକୁ ଅଟକ ରଖି ପଚରାଉଚରା କରୁଛି।

 

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ