ଆମୀର ଖାନ କରୋନାରେ ସଂକ୍ରମିତ

ମୁମ୍ବାଇ : ସାରା ଦେଶରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ବଲିଉଡ ଜଗତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଗତ କିଛି ଦିନ ମଧ୍ୟରେ ଅନେକ ଅଭିନେତା-ଏଭିନେତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ବଲିଉଡର ସୁପରଷ୍ଟାର ଆମୀର ଖାନ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ କ୍ୱାରାଣ୍ଟାଇନରେ ଅଛନ୍ତି ଏବଂ କରୋନାର ସମସ୍ତ ନିୟମ ପାଳନ କରୁଛନ୍ତି ।

ଆମୀର ଖାନ ଫିଲ୍ମ ଲାଲ ସିଂ ଟଡ୍ଡା ନଜର ଆସିବେ। ଏହି ଫିଲ୍ମ ୨୪ ଡିସେମ୍ବର ୨୦୨୧ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ । ଗତ ବର୍ଷ ଖ୍ରୀଷ୍ଟମାସରେ ଏହି ଫିଲ୍ମ ରିଲିଜ୍ ହେବାର ଥିଲା କିନ୍ତୁ କରୋନା ମହାମାରୀ ହେତୁ ଏହାର ତାରିଖ ଘୁଞ୍ଚାଇ ଦିଆଯାଇଥିଲା ।

ଏହା ପୂର୍ବରୁ ଅଭିନେତା କାର୍ତ୍ତିକ ଆର୍ଯ୍ୟନ କରୋନାରେ ସଂକ୍ରମିତ ହୋଇଥିଲେ ।

 

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ