ଏସ୍‌ସିବିରେ ଆଉ ଜଣେ ଇକ୍‌ମୋ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ

କଟକ: କଟକ ଏସ୍‌ସିବି ମେଡିକାଲରେ ଆଉ ଜଣେ ଇକ୍‌ମୋ ଚିକିତ୍ସାଧୀନ ରୋଗୀଙ୍କର ମୃତ୍ୟୁ ହୋଇଛି । ମୃତକ ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ମହିଳା । ଇକ୍‌ମୋ ସେବା ଆରମ୍ଭ ପରେ ଚତୁର୍ଥ ରୋଗୀ ଭାବେ ସେ ପ୍ରାଣ ହରାଇଛନ୍ତି । 

ପ୍ରଥମ ଇକ୍‌ମୋ ରୋଗୀ ଭାବେ ସେ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ଏସ୍‌ସିବିରେ ଇକ୍‌ମୋ ଚିକିତ୍ସା ଆରମ୍ଭ ହେବା ପରେ ବର୍ତ୍ତମାନ ସୁଦ୍ଧା ୪ ଜଣ ରୋଗୀ ଭର୍ତ୍ତି ହୋଇଥିଲେ ଓ ସମସ୍ତ ୪ ରୋଗୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।

 

Leave A Reply

Your email address will not be published.

ବ୍ରେକିଂ