ଘରୋଇ ହସ୍ପିଟାଲରେ କରୋନା ଟିକା ଡୋଜ୍ ପିଛା ଦର ୨୫୦ ଟଙ୍କା
ନୂଆଦିଲ୍ଲୀ: ଭାରତରେ କରୋନା ଟିକା ୧୬ ଜାନୁୟାରୀଠାରୁ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟ ଟିକାକରଣରେ ସ୍ୱାସ୍ଥ୍ୟକର୍ମୀ ଏବଂ ସମ୍ମୁଖ କର୍ମଚାରୀମାନଙ୍କୁ ସାମିଲ କରାଯାଇଛି। ମାର୍ଚ୍ଚ ୧ ତାରିଖରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୪୫ ବର୍ଷରୁ ଉର୍ଦ୍ଧ୍ଵ…