ହାତୀ ମୃତ୍ୟୁ ଘଟଣା: ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ
ସମ୍ବଲପୁର : ସମ୍ବଲପୁର ଜିଲ୍ଲା ଯୁଜୁମୁରା ରେଞ୍ଜରେ ବାରମ୍ବାର ହେଉଥିବା ହାତୀ ମୃତ୍ୟୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି । ଗତ ୩ ବର୍ଷ ମଧ୍ୟରେ ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ ଅଞ୍ଚଳରେ ୬ଟି ହାତୀ ପ୍ରାଣ ହରାଇଛନ୍ତି । ତେବେ ଏହି ଘଟଣାକୁ ନେଇ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ…