ଆଜି ଭୁବନେଶ୍ୱରରୁ ୨୧୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର:  ରାଜଧାନୀ ଭୁବନେଶ୍ୱରରେ ପୁଣି ଉପର ମୁହାଁ ମହାମାରୀ କରୋନା ସଂକ୍ରମଣ ସଂଖ୍ୟା । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ଵରର ବିଭିନ୍ନ ଅଞ୍ଚଳରୁ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୦ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୮ ଜଣ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜଧାନୀରୁ ୧୧୧୫୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୬୮୭୩ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏବେ ବି ଭୁବନେଶ୍ଵରରେ ୩୬୭୦ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୧୪ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ