ଭୁବନେଶ୍ୱରରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ, ୯୩୩ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ ସଂଖ୍ୟା । ଆକ୍ରାନ୍ତଙ୍କ ଠାରୁ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥଙ୍କ ସଂଖ୍ୟା  ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି

ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୩୮ ଜଣ ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୪,୪୪୭ ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୯,୯୮୨ ଜଣ ସୁସ୍ଥ ହୋଇସାରିଛନ୍ତି ୩୮୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ହଜାର ୬୩ ଆକ୍ଟିଭ୍ କେସ୍ ରହିଛି ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୯୩୩ ଜଣ ସୁସ୍ଥ ହୋଇ ଫେରିଛନ୍ତି

Leave A Reply

Your email address will not be published.

ବ୍ରେକିଂ