Browsing Category

ନୂଆପଡ଼ା

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୨ ମୃତ

ନୂଆପଡ଼ା : ବୋଲେରୋ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ନୂଆପଡ଼ା ଜିଲ୍ଲା କୋମନା ଥାନା ଜାତୀୟ ରାଜପଥ-୩୫୩ ବିଲେଞ୍ଜୋର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କୁ ଗୁରୁତର ଅବସ୍ଥାରେ ନୂଆପଡ଼ା ମୁଖ୍ୟ…

ବାହାଘରୁ ଫେରିବା ବେଳେ ଅଘଟଣ, ୨ ମୃତ

ନୂଆପଡା : ନୂଆପଡା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଟିମମପୁର ଗାଁ ନିକଟରେ ଏକ ଦୁଖଃଦ ଘଟଣା ଘଟିଛି। ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାରେ ୬ ଜଣ ଆହତ ହୋଇଥିବା ଜଣାପଡିଛି। ବରଯାତ୍ରୀମାନେ ହଳଦୀମୁଣ୍ଡା ଗାଁରୁ ବାହାଘରରେ ଯୋଗ ଦେଇ…
ବ୍ରେକିଂ