Browsing Category

ରାଜ୍ୟ

ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଭଦ୍ରକରେ ରେଳରୋକ

ଭଦ୍ରକ : ସଂଯୁକ୍ତ କିଷାନ ମୋର୍ଚ୍ଚା ଆହ୍ୱାନ କ୍ରମେ ସୋମବାର ଦିନ ଭଦ୍ରକରେ ରେଳରୋକ କରାଯାଇଛି । ଓଡିଶା କୃଷକ ସଭା ସହିତ ସିପିଆଇ, ସିପିଏମ, କଂଗ୍ରେସ,ନବନିର୍ମାଣ କୃଷକ ସଙ୍ଗଠନ ଭଳି ବହୁ କୃଷକ ଏବଂ ଶ୍ରମିକ ସଂଗଠନ ପକ୍ଷରୁ ଏହି ରେଳରୋକ କରାଯାଇଛି । ପ୍ରଦର୍ଶନକାରୀ ମାନେ ଭଦ୍ରକ…

ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ

ଭବୁନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ୨୩ ଘଣ୍ଟା ଧରି ମାରାଥନ ରେଡ କରିଥ୍ଲା ଭିଜଲାନ୍ସ । ଖୋଳତାଡ ବେଳେ ତାଙ୍କ ଘରୁ ୧୪୪୦ ଗ୍ରାମର ସୁନା ଅଳଙ୍କାର ଜବତ ହୋଇଛି । ସବ୍ୟସାଚୀ ବ୍ରାଣ୍ଡ୍‌ର ୨୪ ଲକ୍ଷ ୨୫ ହଜାର ଟଙ୍କାର ହାର ସହ ଦସ୍ତାବିଜ ଜବତ କରିଛି ଭିଜିଲାନ୍ସ । ସେପଟେ…

ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ

ବଲାଙ୍ଗିର : ବଲାଙ୍ଗିର ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଗୋବିନ୍ଦ ସାହୁ ଚମ୍ପଟ ମାରିବା ଘଟଣାରେ ୩ କନେଷ୍ଟବଳଙ୍କୁ ନିଲମ୍ବିତ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ରାକେଶ ବିଶ୍ବାଳ, ଦୟା ଜାନୀ, ରବୀନ୍ଦ୍ର ଝିଲେନିଙ୍କୁ ନିଲମ୍ବିତ କରାଯାଇଛି । ବଲାଙ୍ଗିର…

ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୦ ଆକ୍ରାନ୍ତ ଅଛନ୍ତି।୧୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।…

ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଓବିସି ମଞ୍ଚ ପକ୍ଷରୁ ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ପଛୁଆ ବର୍ଗଙ୍କ ସାମ୍ବିଧାନିକ ଅଧିକାର ଉଲ୍ଲଂଘନ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି ।  ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ଚାଲିବ ବନ୍ଦ ପାଳନ । ପଞ୍ଚାୟତ ନିର୍ବାଚନ…

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଜିଲ୍ଲା କାକଲପଡା ଗ୍ରାମ ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ମାଛକୁଣ୍ଡ ଓ ଲମତାପୁଟ ପୋଲିସ୍‌ର ମିଳିତ ଚଢାଉ ବେଳେ କାର୍‌ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି ।  ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧ଲକ୍ଷ ଟଙ୍କା ହେବ । ସେପଟେ ଚଢାଉ ବେଳେ କାର୍ ଛାଡ଼ି ଚମ୍ପଟ…

ମଥାନୀରେ ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳସ୍ତର

ବାଲେଶ୍ବର: ମଥାନୀରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ବାଲେଶ୍ୱର ଜିଲ୍ଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ବର୍ତ୍ତମାନ ଜଳସ୍ତର ରହିଛି ୬.୦୨ ମିଟର । ଉପରମୁଣ୍ଡରେ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ବଢ଼ୁଛି ଜଳକାର ଜଳସ୍ତର । ତଳିଆ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସାରା ରାତି ଚଢ଼ାଉ ଜାରି ରହିଥିଲା । ୨୩ ଘଣ୍ଟାର ମାରାଥନ୍ ରେଡ୍ ପରେ ପ୍ରଦୀପଙ୍କ ଘରୁ ଫେରିଲା ଭିଜିଲାନ୍ସ । ଗତକାଲି ସକାଳ ସାଢ଼େ ୭ଟାରେ ଭିଜିଲାନ୍ସ ଅଧିକାରୀମାନେ ଏଠାରେ ରେଡ୍ କରିଥିବା ବେଳେ ଆଜି ସକାଳ…

ସମୁଦ୍ରରୁ ଚମତ୍କାରୀ ପଥର ଉଦ୍ଧାର

ପୁରୀ: ପୁରୀ ସମୁଦ୍ରରୁ ଉଦ୍ଧାର ହୋଇଛି ଏକ ଚମତ୍କାର ପଥର । ପୁରୀ ମହୋଦଧିରେ ଭାସୁଥିବା ସମୟରେ ଉଦ୍ଧାର କରାଯାଇଛି । ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥା ଟା ସତ । ତେବେ ପଥରଟି ପାଣିରେ ଭାସୁଥିବାରୁ କେହିକେହି ଶ୍ରୀରାମଙ୍କ ଦ୍ଵାରା ତିଆରି ସେତୁବନ୍ଧର ଶିଳା ବୋଲି କହୁଛନ୍ତି।…
ବ୍ରେକିଂ
ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ