ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ଵର:  ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା । କାର୍ଯ୍ୟରତ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଏନେଇ ସୂଚନା ଦେଇଛନ୍ତି।

ଗତକାଲି ମୁଣ୍ଡଳିରେ ଫସିଥିବା ଦନ୍ତାହାତୀକ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫଙ୍କ ବୋଟରେ ଓଟିଭର ଦୁଇ ପ୍ରତିନିଧି ଥିଲେ। ବୋଟ୍‍ ଟି ଓଲଟି ପଡିବା ଯୋଗୁଁ ଭାସିଯାଇଥିଲେ ଅରିନ୍ଦମ ଦାସ। ଏଥିରେ ଅରିନ୍ଦମଙ୍କ ମୃତ୍ୟୁ ହୋଇଥିଲା।

Leave A Reply

Your email address will not be published.

ବ୍ରେକିଂ