୪ ସିଂହଙ୍କ ପାଖରେ ଡେଲଟା ଭାରିଆଣ୍ଟଠାବ

ଚେନ୍ନାଇ:  ତାମିଲନାଡୁ ଭଣ୍ଡାଲୁର ଚିଡିଆଖାନାରେ  ୪ଟି ସିଂହ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ପାଖରୁ ମାରାତ୍ମକ ଡେଲଟା ଭାରିଆଣ୍ଟ ଚିହ୍ନଟ ହୋଇଛି । ସେମାନଙ୍କର ଜିନୋମ୍ ସିକ୍ୱେନ୍ସିଂରୁ ଏହା ସ୍ପଷ୍ଟ ହୋଇଛି ।

ଭଣ୍ଡାଲୁର ଚିଡ଼ିଆଖାନର ୧୧ ସିଂହଙ୍କ ନମୁନା ପରୀକ୍ଷା ପାଇଁ ଭୋପାଳ ସ୍ଥିତ ICAR-NIHSADକୁ ପଠାଯାଇଥିଲା । ଏହାପରେ ଜୁନ୍ ୩ ତାରିଖରେ ୯ ସିଂହଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିଲା । ଏହାପରେ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ଅନୁରୋଧ ପରେ ସିଂହଙ୍କର ଜିନୋମ୍ ସିକ୍ୱେନ୍ସିଂ କରାଯାଇଥିଲା । ଯେଉଁଥିରେ ଚାରିଟି ସିଂହଙ୍କ ପାଖରେ ଡେଲଟା ଭାରିଆଣ୍ଟ ମିଳିଛି ।

ପୂର୍ବରୁ ଭଣ୍ଡାଲୁରୁ ଚିଡ଼ିଆଖାନରେ ୯ ବର୍ଷର ନୀଳା ଓ ୧୨ ବର୍ଷ ପଥବନାଥନ୍ ସିଂହର କରୋନାର ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ