ବିଧାନସଭା ସମ୍ମୁଖରେ ନୟାଗଡ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା, ଶୁଣନ୍ତୁ କଣ କହୁଛନ୍ତି ଡିସିପି

ଭୁବନେଶ୍ୱର : ନ୍ୟାୟ ପାଇଁ ଅପେକ୍ଷା କରି ନିରାଶ ହେବା ପରେ ଆଜି ବିଧାନସଭା ସମ୍ମୁଖରେ ପହଞ୍ଚିଥିଲେ ନୟାଗଡ଼ ଜିଲ୍ଲା ଯଦୁପୁର ଗାଁର ଅଶୋକ ସାହୁ ଏବଂ ସୌଦାମିନୀ ସାହୁ  । ସେଠାରେ ନିଜ ଦେହରେ ଡିଜେଲ୍ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ମାତ୍ର  ଠିକ ସମୟରେ ପୋଲିସ ସେମାନଙ୍କୁ କାବୁ କରିବାରେ ସଫଳ ହୋଇଛି। ତେବେ ଦମ୍ପତ୍ତି ବିଧାନସଭା ସମ୍ମୁଖକୁ କିପରି ଏବଂ କାହିଁକି ଆସି ଆତ୍ମହତ୍ୟା ଉଦ୍ୟମ କଲେ । ଶୁଣନ୍ତୁ ଘଟଣା ପଛର କାହାଣୀ ।

Leave A Reply

Your email address will not be published.

ବ୍ରେକିଂ
ରାଜ୍ୟରୁ ସୁସ୍ଥ ହେଲେ ୨୨୪ କରୋନା ଆକ୍ରାନ୍ତ ଅନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳର ଭିତ୍ତି ଭୂମି : ମୁଖ୍ୟମନ୍ତ୍ରୀ ସେରମ ନିଆଁରେ ଚାଲି ଗଲା ୫ ଜୀବନ, ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ଆଦର ପୁନୱାଲା କିଡନୀ ରାକେଟ ଠକ ହିମାଂଶୁ ଭୂଷଣକୁ ପୁଣି ରିମାଣ୍ଡରେ ନେଲା ପୋଲିସ ସେବାୟତଙ୍କୁ କୋଭିଡ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କଲା ଶ୍ରୀମନ୍ଦିର ପ୍ରଶାସନ ଇରାକର ସେଣ୍ଟ୍ରାଲ ବାଗଦାଦ ମାର୍କେଟରେ ଆତ୍ମଘାତୀ ହମଲା : ୩୦ ମୃତ, ୭୩ ଆହତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା : କ୍ରାଇମବ୍ରାଞ୍ଚ ଉପରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଦାନ କଲେ ଗୌତମ ଗମ୍ଭୀର ସେରମ ଇନଷ୍ଟିଚ୍ୟୁଟରେ ଭୟାବହ ଅଗ୍ନିକାଣ୍ଡ ୨୪ ଘଣ୍ଟାରେ ରାଜ୍ୟରେ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ