ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି ହେଲେ

ନୂଆଦିଲ୍ଲୀ: ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ । ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଲକ୍ଷ୍ନୌର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନାନୁସାରେ, ଶରୀରର ହଠାତ ଫୁଲିଯିବା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ଖବର ପାଇବା ପରେ ୟୁପି ସିଏମ୍ ଯୋଗୀ ଆଦିତ୍ୟନାଥ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ୧୯୯୧ ରେ କଲ୍ୟାଣ ସିଂ ପ୍ରଥମେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ହୋଇଥିଲେ।

Leave A Reply

Your email address will not be published.

ବ୍ରେକିଂ