ବଙ୍ଗୋପସାଗରରେ ସକ୍ରୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଛି ।

ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.

ବ୍ରେକିଂ