ରାୟଗଡାରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ,ଜଣେ ଗିରଫ

ମୁନିଗୁଡା:  ରାୟଗଡାରୁ  ୧୦୦୮ କେଜିର ଗଞ୍ଜେଇ ଜବତ । ଜଣକୁ ଗିରଫ କରିବା ସହ ଟ୍ରକକୁ ଜବତ କରିଛି ପଦ୍ମପୁର ପୋଲିସ । ତେବେ ଜବତ ଗଞ୍ଜେଇର  ଆନୁମାନିକ ମୁଲ୍ୟ ପ୍ରାୟ ୧କୋଟି ଟଙ୍କା ହେବ  ।

ମିଳିଥିବା ସୂଚନା ଅନୁଯାୟୀ ଆଜି କେନ୍ଦୁଗୁଡା ନିକଟରେ ଗାଡିମଟର ଯାଞ୍ଚ ସମୟରେ ସନ୍ଦେହ କରି ଗୋଟିଏ ଟ୍ରକକୁ ଅଟକାଇ ପୋଲିସ ଯାଞ୍ଚ କରିଥିଲା । ପରେ ଟ୍ରକ ଭିତରେ ଗଞ୍ଜେଇ ଥିବା ପୋଲିସ ଜାଣିବାକୁ ପାଇଥିଲା । ପୋଲିସ ଗଞ୍ଜେଇକୁ ଜବତ କରିଥିଲା ।  ଏହି ଗଞ୍ଜେଇ ନୁଆଗଡ ଅଞ୍ଚଳରୁ ରାୟପୁରକୁ ଚାଲାଣ ହେଉଥିବା ଜଣାପଡିଛି । ପୋଲିସ ଚାଲାଣକାରୀଙ୍କୁ ଗିରଫ କରି ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ