ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍‌ ବନ୍ଦ

ସମ୍ବଲପୁର : ବନ୍ଦ ହେଲା ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍‌ ।  ଜଳଭଣ୍ଡାରରୁ ଜଳ ନିଷ୍କାସନ ବନ୍ଦ କଲା ଜଳସଂପଦ ବିଭାଗ । ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ଥିବା ବେଳେ ବର୍ତ୍ତମାନ ଜଳସ୍ତର ୬୨୯.୩୩ ଫୁଟ୍ ରହିଛି।

ରବିବାର ହୀରାକୁଦ ବନ୍ଧରୁ ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲୁଥିବା ବେଳେ ରବିବାର ରାତି ସାଢେ ୯ଟା ପରେ ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି ।

Leave A Reply

Your email address will not be published.

ବ୍ରେକିଂ