କଟକରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ୩ ଗିରଫ

ବଡମ୍ବା : କଟକ ଜିଲ୍ଲା ବଡମ୍ବା ଥାନା ଅନର୍ଗତ ଡ଼ମଣଗାଡ଼ିଆ ଗ୍ରାମରେ ଗଞ୍ଜେଇ ଚୋରା ଚାଲାଣ କରାଯାଉଥିବା ବେଳେ ଏସଟିଏଫ୍ ଚଢ଼ାଉ । ୧ କ୍ୱିଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ କରାଯିବ ସହ ତିନି ଜଣଙ୍କୁ ଗିରଫ କରିଛି ପୋଲିସ ।

ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୬ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ସମସ୍ତ ଅଭିଯୁକ୍ତକୁ ପଚରା ଉଚରା କରାଯିବା ପରେ କୋର୍ଟ ଚାଲାଣ କରାଯିବା ପାଇଁ କହିଛି ପୋଲିସ ।

Leave A Reply

Your email address will not be published.

ବ୍ରେକିଂ