ଦେଶରେ ୨୪ ଘଣ୍ଟାରେ ୪୫ ହଜାର ୩୫୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଧିରେ ଧିରେ କମିବାରେ ଲାଗିଛି ମହାମାରୀ କରୋନା । ଗତ ୨୪ ଘଣ୍ଟାରେ ଦେଶରେ ୪୫ ହଜାର ୩୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି । ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୯ ଲକ୍ଷ ୩ ହଜାର ୨୮୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୯ ହଜାର ୮୯୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୦ ଲକ୍ଷ ୬୩ ହଜାର ୬୧୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୯ ହଜାର ୭୭୮ ଆକ୍ଟିଭ୍‌ କେସ୍ ରହିଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ