ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଦିନିକିଆ

କଲମ୍ବୋ: କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ ଭାରତ-ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଦିନିକିଆ । ଆଜି ଭାରତୀୟ ସମୟ ଅପରାହ୍ଣ ୩ଟାରେ ଏହି ମ୍ୟାଚ୍ ଖେଳାଯିବ । ଏହି ମ୍ୟାଚ୍ ଜିତି ଆଗୁଆ ସିରିଜ କବଜା କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଭାରତ । ସେପଟେ ଆଜିର ମ୍ୟାଚ୍ ଶ୍ରୀଲଙ୍କା ପାଇଁ କର ବା ମର ସ୍ଥିତି ସୃଷ୍ଚି କରିଛି ।

ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି । ପ୍ରଥମ ଦିନିକିଆରେ ଶିଖର ଧଓ୍ୱନଙ୍କ ଅପରାଜିତ ଅର୍ଦ୍ଧଶତକ ସାଙ୍ଗକୁ ଇଶାନ କିଷାନ ଓ ପୃଥ୍ୱୀ ସଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ୭ ଓ୍ୱିକେଟରେ ଶ୍ରୀଲଙ୍କା ଦଳକୁ ପରାସ୍ତ କରିଥିଲା ଟିମ୍ ଇଣ୍ଡିଆ ।

ସେହିପରି ଶ୍ରୀଲଙ୍କା ମାଟିରେ ଭାରତ ୬୨ଟି ଦିନିକିଆ ଖେଳିଛି । ୨୯ଟିରେ ବିଜୟୀ ହୋଇଥିବା ବେଳେ ୨୭ ମ୍ୟାଚ୍ ହାରିଛି ।

Leave A Reply

Your email address will not be published.

ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି