ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରିବେ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ସକାଳ ୬ଟା ୩୦ରେ ସମ୍ବୋଧନ କରିବା ନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି । କରୋନା ମହାମାରୀ ପାଇଁ ଏଥର ଭର୍ଚୁଆଲ ମାଧ୍ୟମରେ ଯୋଗ କରାଯିବ ।

ପ୍ରଧାମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, କାଲି ୨୧ ଜୁନରେ ଆମେ ସପ୍ତମ ଯୋଗ ଦିବସ ପାଳନ କରିବୁ । ଏଥର ଥିମ ରହିଛି ୟୋଗ ଫର ୱେଲନେସ । ଯାହା ଶାରୀରିକ ଓ ମାନସିକ ରୋଗ ପାଇଁ ଅଭ୍ୟାସ କରାଯିବ । କାଲି ସକାଳ ୬ଟା ୩୦ ମିନିଟରେ ମୁଁ ଯୋଗ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବି ।

Leave A Reply

Your email address will not be published.

ବ୍ରେକିଂ
ଆର୍‍.କେ. ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଦାୟିତ୍ୱ ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ