ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୨୬ ଓ ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.

ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି