ମାଲକାନଗିରିରେ ଯବାନ-ମାଓବାଦୀ ଗୁଳି ବିନିମୟ; ୩ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ଥାନା ତୁଳସୀ ପାହାଡ଼ରେ  ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି ।  ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ ହୋଇଛନ୍ତି । ନିହତ ୩ ମାଓବାଦୀଙ୍କ ମଧ୍ୟରୁ ୨ ଜଣ ମହିଳା ଓ ଜଣେ ପୁରୁଷ ଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ୨ଟି ବନ୍ଧୁକ ମଧ୍ୟ ଜବତ ହୋଇଛି । ଏନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ଡିଜିପି ଅଭୟ।

ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି ।

Leave A Reply

Your email address will not be published.

ବ୍ରେକିଂ