ଭୁବନେଶ୍ୱରରୁ ୨୯ ପଜିଟିଭ୍ ଚିହ୍ନଟ, ୧୫ ସୁସ୍ଥ

ଭୁବନେଶ୍ୱର: ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

<>

</>

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୪୫୦ରେ ପହଞ୍ଚିଥିବା ବେଳେ ୩୧,୯୦୮ ଜଣ ସୁସ୍ଥ ହୋଇଛନ୍ତି। ୨୭୧ ଜଣ ଚିକିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.

ବ୍ରେକିଂ