ଜୁଲାଇ ୮ରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ଵର :   ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁଲାଇ ୮ ତାରିଖରେ ଭର୍ଚୁଆଲ ମାଧ୍ୟମରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ସାମିଲ ହେବେ । କୋଭିଡ କଟକଣାରେ ରଥଯାତ୍ରା ଆୟୋଜନ ନେଇ ବୈଠକରେ ଆଲୋଚନା ହେବ।

ସେପଟେ ରଥଯାତ୍ରାରେ ସମଗ୍ର ପୁରୀରେ  ୧୪୪ ଧାରା ଜାରି ହେବ । ବଡ଼ଦାଣ୍ଡର ଉଭୟ ପାଶ୍ବରେ ଥିବା ହୋଟେଲ ଓ ଲଜିଂ ସିଲ୍‌ ହେବ । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏନେଇ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ