ରାଜ୍ୟରେ ଦିନକରେ ୬୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ  କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ,  ଭଦ୍ରକ ଜିଲ୍ଲାରୁ ୨ଜଣ ଏବଂ  ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ