ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ବ୍ରେକ ଲାଗୁନି ମୃତ୍ୟୁ ସଂଖ୍ୟା । ତେବେ ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୋଳ ଜିଲ୍ଲାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରେ ୮, ବରଗଡ଼ରେ ୭, ଢେଙ୍କାନାଳରେ ୪, କଳାହାଣ୍ଡିରେ ୧, କନ୍ଧମାଳରେ ୨, କେନ୍ଦ୍ରାପଡ଼ାରେ ୧ ଖୋର୍ଦ୍ଧାରେ ୨୦, ମୟୂରଭଞ୍ଜରେ ୨, ନବଗଙ୍ଗପୁରରେ ୬, ନୂଆପଡ଼ାରେ ୧, ପୁରୀରେ ୫, ରାୟଗଡ଼ାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସେହିପରି ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୦୮ କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.

ବ୍ରେକିଂ