ରାଜ୍ୟରେ ଆଜି ୨୦୭୪ କୋରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୦୭୪ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଂଗରୋଧରୁ ୧୧୯୨ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ଼ ଜିଲ୍ଲାରୁ ୩୮ଜଣ, ଭଦ୍ରକ ଜିଲ୍ଲାରୁ ୧୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୮୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୯୯ଜମ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍‌ରୁ ୮୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଏଯାଏ ସୁସ୍ଥ ହେଲେଣି ୯ ଲକ୍ଷ ୧୮ ହଜାର ୪୧ କୋରୋନା ରୋଗୀ । ୨୨ ହଜାର ୮୬୦ ରୋଗୀ ଏବେ ବି ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.

ବ୍ରେକିଂ