ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୦, ଭଦ୍ରକ ଜିଲ୍ଲାରୁ ୬, ଯାଜପୁର, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୪, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବୌଦ୍ଧ, ଦେବଗଡ଼ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ