ରାଜ୍ୟରେ ଆଜି ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ