ଆଜି ଓଡିଶାରୁ ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୩୫୧କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୩୪୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ