ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ୨୦ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

୨୦ ଜିଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସମ୍ବଳପୁର, ବୌଦ୍ଧ, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, ମୟୁରଭଞ୍ଜ, ଯାଜପୁର । ଏହି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଜାରି କରିଛି।

Leave A Reply

Your email address will not be published.

ବ୍ରେକିଂ