ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା କାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ୍,

ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

Leave A Reply

Your email address will not be published.

ବ୍ରେକିଂ