ରାଜ୍ୟରେ ୩ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ବର୍ଷା ନେଇ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ନୟାଗଡ, କଟକ, ଯାଜପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେଥିପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସବୁ ବିଭାଗକୁ ସତର୍କ ରହିବାକୁ ଏସଆରସି ଚିଠି କରିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ