ଆସନ୍ତା ୧୧ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ

ଭୁବନେଶ୍ୱର: ଆସନ୍ତା ୧୧ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ । ହୀରାକୁଦ ଡ୍ୟାମ କତ୍ତୃପକ୍ଷଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।  ୧୨ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି ।

କେତୋଟି ଗେଟ ଖୋଲିବ ଏଯାଏଁ ସ୍ପଷ୍ଟ କରାଯାଇ ନାହିଁ । ସେପଟେ ନଦୀକୂଳିଆ ଅଞ୍ଚଳ ବାସୀଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ୟାମ କତ୍ତୃପକ୍ଷ ।

Leave A Reply

Your email address will not be published.

ବ୍ରେକିଂ