ବରଗଡ଼ରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ବରଗଡ଼: ବରଗଡ଼ ଜିଲ୍ଲାରୁ ଆଜି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯିବା ବେଳେ ଏହାକୁ ବିକ୍ରି କରୁଥିବା ଜଣେ ଯୁବକକୁ ପୁଲିସ୍ ଗିରଫ କରିଥିବାର ଖବର ମିଳିଛି।

ସୂଚନା ଅନୁଯାୟୀ, କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ବରଗଡ଼ ବନବିଭାଗ ଘେଁସ୍ ଅଞ୍ଚଳରେ ଚଢ଼ାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଜବତ କରିଛନ୍ତି। ଏହି ମାମଲାରେ ଜଣେ ଅଭିଯୁକ୍ତ ଗିରଫ କରାଯାଇଛି। ଏହି ଘଟଣା ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍।

Leave A Reply

Your email address will not be published.

ବ୍ରେକିଂ