ଅଭିଯୋଗକାରୀଙ୍କୁ ଥାନା ଭିତରେ ଆକ୍ରମଣ, ୨ଗୁରୁତର
ବାଲେଶ୍ୱର : ବାଲେଶ୍ୱର ଜିଲା ରେମୁଣା ଥାନା ଭିତରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଭିଯୋଗକାରୀଙ୍କୁ ଥାନା ଭିତରେ ଆକ୍ରମଣ ହୋଇଥିବା ଜଣାପଡିଛି। ଆକ୍ରମଣକାରୀ ମାରଣାସ୍ତ୍ରରେ ୨ ଜଣଙ୍କୁ ହାଣି ରକ୍ତାକ୍ତ କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଉଭୟ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ…