Browsing Tag

Bay Of Bengal

୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏନେଇ ଟ୍ୱିଟ୍ ଯୋଗେ…

ବାତ୍ୟା ନୁହେଁ, କେବଳ ବର୍ଷା ହେବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷା ଲାଗି ରହିବ । ଏନେଇ ଆଇଏମଡି ଡିଜିଙ୍କ ସୂଚନା । ବାତ୍ୟା ଆଶଙ୍କାକୁ ଖଣ୍ଡନ କରି ଆଇଏମଡି ଡିଜି…

ବଙ୍ଗୋପସାଗରରେ କ୍ୱାଡ ନୌ ସମରାଭ୍ୟାସ ଆରମ୍ଭ

ନୂଆଦିଲ୍ଲୀ: ବଙ୍ଗୋସାଗରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ଭାରତ, ଅଷ୍ଟ୍ରେଲିଆ, ଜାପାନ ଓ ଆମେରିକା (କ୍ୱାଡ) ଆଦି ରାଷ୍ଟ୍ରସମୂହର ନୌ ସମରାଭ୍ୟାସ । ଏହା ମାଲାବାର ସମରାଭ୍ୟାସର ଦ୍ୱିତୀୟ ପର୍ଯ୍ୟାୟ ବୋଲି କୁହାଯାଉଛି । ତିନି ଦିନ ଧରି ଚାଲିବାକୁ ଥିବା ଏହି ସମରାଭ୍ୟାସ ପ୍ରଥମ ପର୍ଯ୍ୟାୟ…

ଆସନ୍ତା ୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆଉ ଏକ ଲଘୁଚାପ ଆସୁଛି । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ କରି…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୬ ଓ ୨୭ ତାରିଖ ଯାଏ…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୪ରେ ବାତ୍ୟାରେ ପରିଣତ

ଭୁବନେଶ୍ୱର :  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟିହୋଇଥିବା ପାଣିପାଗ ବିଭାଗର ଆକଳନ କରିଛି।  ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ରେ ବାତ୍ୟାରେ ପରିଣତ ହେବ। କ୍ରମେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ।  ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ…
ବ୍ରେକିଂ