Browsing Tag

Chief Minister naveen patnaik

କାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମଦିନ ପାଳିବେନି

ଭୁବନେଶ୍ୱର : ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଗୁରୁତ୍ୱ ଦେଇଛନ୍ତି । ଏବେ କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ଜାତୀୟ ଓ ବିଶ୍ୱ ବଜାରକୁ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଡାଇନାମିକ୍ସ ଅଫ ଇଣ୍ଡୋ ସାଉଥ୍ ଆଫ୍ରିକାନ୍ କୋ-ଅପରେଶନ ଇନ୍ ଦ ଚେଞ୍ଜିଂ ଓ୍ବାଲ୍ଡ’…

ଭୁବନେଶ୍ୱର: ଗୋପବନ୍ଧୁ ଦାଶଙ୍କ ଲିଖିତ ଗବେଷଣାଭିତ୍ତିକ ପୁସ୍ତକ ଡାଇନାମିକ୍ସ ଅଫ ଇଣ୍ଡୋ ସାଉଥ ଆଫ୍ରିକାନ କୋ-ଅପରେଶନ ଇନ ଦ ଚେଞ୍ଜିଂ ଓ୍ବାଲ୍ଡ  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏହି ପୁସ୍ତରକରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସହଯୋଗ ଓ ସଂପର୍କ ଉଲ୍ଲେଖ…

କାଲି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଜିଲ୍ଲା ଗସ୍ତ

ଭୁବନେଶ୍ୱର : କାଲି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଗଜପତି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ବିକାଶ ପାଇଁ ୪୯୦ କୋଟି ଟଙ୍କାର ପ୍ରକଳ୍ପ…

ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ । ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ସେ ଦିନ ୧୧ଟା ୩୦ରେ ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ, ଏସଆରସି ଏବଂ ଜିଲ୍ଲାପାଳମାନେ ସମାକ୍ଷା ବୈଠକରେ ଭାଗ ନେବେ। ଆଜି ମଧ୍ୟରାତ୍ରିରେ ଦକ୍ଷିଣ…

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ଵର:  ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା । କାର୍ଯ୍ୟରତ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଏନେଇ ସୂଚନା…

ଆସନ୍ତା ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ

ଭୁବନେଶ୍ୱର: ରାଜ୍ୟର ସାମଗ୍ରିକ ବିକାଶର ସଫଳ ରୂପାୟଣ ପାଇଁ ପ୍ରଶାସନର ଲୋକାଭିମୁଖୀ ଆଭିମୁଖ୍ୟକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହିକ୍ରମରେ ଶାସନତନ୍ତ୍ରକୁ ଅଧିକ ଉତ୍ତରଦାୟୀ କରିବା ସହ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ସୁଫଳ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ନବୀନ…

ନୂଆଁଖାଇ ଜୁହାର: ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ପଶ୍ଚିମ ଓଡ଼ିଶା ।  ମା' ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି ହେବା ପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନୂଆ ଖାଇବେ । ଆଜି ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ଇଷ୍ଟଦେବୀ ମା' ସମଲେଇ ମନ୍ଦିରରେ…

ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରୁ ସୁନା ନେଇ ଫେରିବା ପରେ ସୁନାପୁଅ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ  । ଏଥିସହ ପ୍ରମୋଦଙ୍କୁ ୬ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ହକି ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଏସଆରଟିସିର ୧୧୦ ନୂଆ ବସ୍ ଲୋକାର୍ପିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି । ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା…
ବ୍ରେକିଂ