Browsing Tag

Chief Minister naveen patnaik

ଆସନ୍ତା ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ

ଭୁବନେଶ୍ୱର: ରାଜ୍ୟର ସାମଗ୍ରିକ ବିକାଶର ସଫଳ ରୂପାୟଣ ପାଇଁ ପ୍ରଶାସନର ଲୋକାଭିମୁଖୀ ଆଭିମୁଖ୍ୟକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହିକ୍ରମରେ ଶାସନତନ୍ତ୍ରକୁ ଅଧିକ ଉତ୍ତରଦାୟୀ କରିବା ସହ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ସୁଫଳ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ନବୀନ…

ନୂଆଁଖାଇ ଜୁହାର: ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର ପଶ୍ଚିମ ଓଡ଼ିଶା ।  ମା' ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି ହେବା ପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନୂଆ ଖାଇବେ । ଆଜି ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ଇଷ୍ଟଦେବୀ ମା' ସମଲେଇ ମନ୍ଦିରରେ…

ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରୁ ସୁନା ନେଇ ଫେରିବା ପରେ ସୁନାପୁଅ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ  । ଏଥିସହ ପ୍ରମୋଦଙ୍କୁ ୬ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ହକି ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଏସଆରଟିସିର ୧୧୦ ନୂଆ ବସ୍ ଲୋକାର୍ପିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି । ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା…

ହରିଶଙ୍କର-ନୃସିଂହନାଥ ମନ୍ଦିରର ବିକାଶମୂଳକ କାର୍ଯ୍ୟ ୨୦୨୨ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର: ସୌନ୍ଦର୍ଯ୍ୟକରଣ ହେବ ପଶ୍ଚିମ ଓଡ଼ିଶାର ଅନ୍ୟତମ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ଓ ନୃସିଂହନାଥ ମନ୍ଦିର । ତେଣୁ ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ସମସ୍ତ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି । କାର୍ଯ୍ୟକ୍ରମ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ମୁଖରେ ଆଜି…

ଚତୁର୍ଥ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ

ଗଞ୍ଜାମ: ରୂପାନ୍ତର ହେଉଛି ସ୍କୁଲ । ସ୍ମାର୍ଟ ବ୍ୟବସ୍ଥା ହେଉଛି ସ୍କୁଲ । ତେବେ ଆଜି ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି । ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ…

କାଲି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି: ଆସନ୍ତାକାଲି ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଠାକୁ ଆସି ଆଦିବାସୀ ଅଧ୍ୟୁଷିତ ସୀମାନ୍ତ ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି…

ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ; ୩ ହଜାର ପରିବାରକୁ ହାଉସ୍-କମ୍-ଓ୍ବାର୍କ ସେଡ୍ ଦିଆଯିବ

ଭୁବନେଶ୍ୱର : ରାଜ୍ୟର ବୁଣାକାରମାନଙ୍କ ପାଇଁ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି…

ଦୁଗ୍ଧ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା, ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା

ଭୁବନେଶ୍ୱର:  ରାଜ୍ୟର ଦୁଗ୍ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ୱାରା ଏକ ଲକ୍ଷ ଦୁଗ୍ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି । ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି । ସୂଚନାଯୋଗ୍ୟ ଯେ ଓମଫେଡ୍ ଜରିଆରେ ରାଜ୍ୟର…

କୋଭିଡ ନିୟମ ଠିକ ଭାବେ ନମାନିଲେ ପୁଣି ଥରେ ଲକଡାଉନ ହେବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଏଯାଏଁ କରୋନା ସଂପୂର୍ଣ୍ଣ ଭାବେ ଯାଇନାହିଁ । ପୁଣି ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ…
ବ୍ରେକିଂ