Browsing Tag

cm naveen patnaik

ସ୍ୱର୍ଣ୍ଣ ପଦକ ବିଜେତା ଝିଲି ଦଳବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଝିଲ୍ଲି ଦଳ ବେହାରାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଛା । ଝିଲିଙ୍କୁ ଶୁଭେଛା ବାର୍ତ୍ତା ଦେବା ସହ ସଫଳ ଭବିଷ୍ୟତର କାମନା କରିଛନ୍ତି ନବୀନ। ରାଜ୍ୟ କ୍ରୀଡ଼ା ବିଭାଗ ଶୁଭେଛା ଜଣାଇଛି । ସିନିୟର ଏସିଆନ ଓ୍ୱେଟଲିପ୍ଟିଂ…

ମାଟ୍ରିକ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିବେ

ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ପରେ ରାଜ୍ୟରେ ଦଶମ ଶ୍ରେଣୀ ପରୀକ୍ଷା କିଭଳି ହେବ । ପରୀକ୍ଷା ସମ୍ପୂର୍ଣ୍ଣ ବାତିଲ୍ ହେବ କି ପରବର୍ତ୍ତୀ ସମୟରେ ପରୀକ୍ଷା କରାଯିବ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି…

ଓଡ଼ିଆ ନବବର୍ଷ : ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।ଆଜିଠାରୁ ଓଡ଼ିଆ ପଞ୍ଜିକା ମଧ୍ଯ ଆରମ୍ଭ ହୋଇଥାଏ । ଓଡିଆ ପରମ୍ପରାର ଏହି ଦିନକୁ ପ୍ରଟିତି ଓଡ଼ିଆ…

ଓଏମସିରେ ୧୦୦ ଜଣ କନିଷ୍ଠ କାର୍ଯ୍ୟନିର୍ବାହୀ ସହାୟକଙ୍କୁ ନିଯୁକ୍ତି

ଭୁବନେଶ୍ୱର: ଲୋକସେବା ଭବନରେ ଓଡ଼ିଶା ଖଣି ନିଗମର ଓରିଏଣ୍ଟେସନ୍ ପ୍ରୋଗ୍ରାମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ଆଇଟି ସକ୍ଷମ ମଡ୍ୟୁଲର ଶୁଭାରମ୍ଭ କରିଛନ୍ତି । 5T ଅଧିନରେ ଏହାର ଆରମ୍ଭ କରାଯାଇଛି । ନୂଆ କରି ୧୦୦ ଜଣ କନିଷ୍ଠ କାର୍ଯ୍ୟନିର୍ବାହୀ ସହାୟକ ଓଏମସିରେ ଯୋଗ ଦେଇଛନ୍ତି…

ବାଲେଶ୍ଵର ସହରର ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇଟି ଉଚ୍ଚସ୍ତରୀୟ ବୈଠକରେ…

ଜାଲିଆନୱାଲା ବାଗ ହତ୍ୟାକାଣ୍ଡକୁ ୧୦୨ ବର୍ଷ, ମୁଖ୍ଯମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଜାଲିଆନୱାଲା ବାଗ ହତ୍ୟାକାଣ୍ଡକୁ ଆଜି ୧୦୨ ପୂରିଛି। ୧୩ ଏପ୍ରିଲ ୧୯୧୯ ମସିହାରେ ଅର୍ଥାତ ଆଜିର ଦିନରେ ପଞ୍ଜାବର ଅମୃତସରର ଜାଲିଆନୱାଲା ବାଗ ସହରରେ ବ୍ରିଗେଡିୟର ଜେନେରାଲ ରେଜିନାଲ୍ଡ ଡାୟରଙ୍କ ନେତୃତ୍ୱରେ ଇଂରେଜ ସୈନିକ ଗୁଳି ଚାଳନା କରି ସେଠାରେ ଥିବା ପୁରୁଷ, ମହିଳା, ବୃଦ୍ଧ,…

ମେ ୧୫ରୁ ୨୫ ଯାଏଁ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର: 'ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ' ଏହି ଉକ୍ତିକୁ ଅକ୍ଷରେ ଅକ୍ଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମେ' ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ…

ସମଲେଇ ଯୋଜନା ପ୍ୟାକେଜ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଭୁବନେଶ୍ୱର: ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ୟାକେଜକୁ ଅନୁମୋଦନ କରି…

ଆସନ୍ତା ୧୨ରେ ନବୀନଙ୍କ ପିପିଲି ପ୍ରଚାର

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ଜମୁଛି ପ୍ରଚାର ମୈଦାନ । ପିପିଲି ଉପନିର୍ବାଚନ ପାଇଁ ତିନି ଦଳର କସରତ ଆରମ୍ଭ । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୨…

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ

ଭୁବନେଶ୍ୱର: ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ତେବେ ଏହି ସମୟରେ ମୁଖ୍ୟମନ୍ତ୍ରୀ କରୋନା ସମ୍ପର୍କରେ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି  । ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ…
ବ୍ରେକିଂ