Browsing Tag

cmo odisha

କୋଭିଡ୍ ମେଡିସିନ୍ କଳାବଜାରୀ ରୋକିବାକୁ ରାଜ୍ୟସ୍ତରୀୟ କମିଟି ଗଠନ

ଭୁବନେଶ୍ୱର: କୋଭିଡ୍‌-୧୯ର ଚିକିତ୍ସା ଓ ପ୍ରତିରୋଧ ପାଇଁ ବିଭିନ୍ନ ଆବଶ୍ୟକୀୟ ସାମଗ୍ରୀର ମହଜୁଦ ଓ କଳାବଜାରକୁ ରୋକିବା ନିମନ୍ତେ ରାଜ୍ୟ ସରକାର ଏକ ୩ ଜଣିଆ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି । To check hoarding & black marketing of medicines & other…

୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସରକାରୀ କାର୍ଯ୍ୟାଳୟ ଚାଲିବ

 ଭୁବନେଶ୍ୱର :ରାଜ୍ୟରେ ଦ୍ରୁତ ଗତିରେ ମାଡି ଚାଲିଛି କରୋନା। ଓଡିଶାରେ ଏବେ ଦୈନିକ ସଂକ୍ରମଣ ପ୍ରାୟ ୩ହଜାରରେ ପହଞ୍ଚିଲାଣି। ତେଣୁ ବଢୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ନୂଆ ନିର୍ଦ୍ଦେଶନାମା ଜାରି କରିଛି । ନୂଆ ନିର୍ଦ୍ଦେଶନାମା…

କରୋନା ମୁକାବିଲା ପାଇଁ ଆଇଏଏସଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି । ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ୨୧ ଜଣ ଆଇଏଏସଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି ।…

ମେ ୧୫ରୁ ୨୫ ଯାଏଁ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର: 'ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ' ଏହି ଉକ୍ତିକୁ ଅକ୍ଷରେ ଅକ୍ଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମେ' ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ…

ମାସ୍କ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର : ଏଣିକି ମାସ୍କ ପିନ୍ଧିବା ପାଇଁ ସମସ୍ତେ ବାଧ୍ୟ । ଯିଏ ନପିନ୍ଧିବ ସେ ଦୁଇଗୁଣା ତଣ୍ଡ ଗଣିବ । ଆସନ୍ତା ୧୪ ଦିନ ଧରି ଧରପଗଡ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ପିନ୍ଧିବା ପାଇଁ ଆହ୍ୱାନ ଦେବା ସହ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବି ଚେତାବନୀ ଦେଇଛନ୍ତି…

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ

ଭୁବନେଶ୍ୱର: ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ତେବେ ଏହି ସମୟରେ ମୁଖ୍ୟମନ୍ତ୍ରୀ କରୋନା ସମ୍ପର୍କରେ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି  । ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ…

ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ୨ମାସ ମଧ୍ୟରେ ମିଶନ ଶକ୍ତି ମହାସଂଘମାନଙ୍କୁ ହସ୍ତାନ୍ତର ପାଇଁ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ଏଣିକି ଅବ୍ୟବହୃତ ସମ୍ପତ୍ତି ପାଇବେ ମିଶନ ଶକ୍ତି।  ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ଦୁଇ ମାସ ମଧ୍ୟରେ ହସ୍ତାନ୍ତର…

ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର: ଡାଏଲ୍ ୧୧୨

 ଭୁବନେଶ୍ଵର: ଡାଏଲ୍ ୧୧୨ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ।…

କରୋନା ମୁକାବିଲା ପାଇଁ ଓଡିଶାବାସୀଙ୍କୁ ଶ୍ରେୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ପ୍ରଧାମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟବାସୀଙ୍କ ପାଇଁ ଆମେ କରୋନାକୁ ନିୟନ୍ତ୍ରଣ କରି ପାରିଲୁ। ମହାମାରୀକୁ ନିୟନ୍ତ୍ରଣକୁ ଆଣିବା ସହ ମହାବିପର୍ଯ୍ୟୟକୁ ଅଟକାଇ ପାରିଲୁ ବୋଲି…

ବିଶ୍ୱ ଦକ୍ଷତା କେନ୍ଦ୍ରର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଯୁବଗୋଷ୍ଠୀମାନଙ୍କ ମଧ୍ୟରେ ଦକ୍ଷତା ବିକାଶ ଉଦେଶ୍ୟରେ ଏହି କେନ୍ଦ୍ରକୁ ଉଦଘାଟନ କରାଯାଇଛି । ଏହି ଅବସରରେ  ନବୀନ କହିଛନ୍ତି ଯେ ଗତ ୫ ବର୍ଷ ମଧ୍ୟରେ ଓଡିଶା ଦକ୍ଷତା ବିକାଶ…
ବ୍ରେକିଂ