Browsing Tag

cmo odisha

ପିଏମ୍ କିଷାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ପିଏମ୍ କିଷାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଧର୍ମେନ୍ଦ୍ର । ପିଏମ୍ କିଷାନ ଯୋଜନାରେ ଓଡ଼ିଶାର ସମସ୍ତ ପଞ୍ଜିକୃତ ଚାଷୀଙ୍କୁ ଯେଭଳି ସହାୟତା ମିଳିବ, ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି…

ପୋଲିସ କମିଶନରଙ୍କ ଆତ୍ମବଡିମାର ପ୍ରଚାର, ରାଜ୍ୟପାଳଙ୍କ ପ୍ରଶଂସାପତ୍ର ଯୋଗାଡ ହେଲା

ଭୁବନେଶ୍ୱର: ଗଣଦୁଷ୍କର୍ମ ଘଟଣାର ଅଭିଯୁକ୍ତଟିଏକୁ ଧରିବା ପରେ ଆତ୍ମବଡିମାର ପ୍ରଚାର କରିବାକୁ ଯାଇ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇକୁ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଦୋଷାରୋପ କରିବା ରାଜନୈତିକ ମୋଡ ନେଇଛି।  ପୋଲିସ କମିଶନର ଏଥି ଲାଗି କ୍ଷମା ଭିକ୍ଷା କରିବା ପାଇଁ ବିରୋଧୀ ଦଳ…

5T ର ପାଞ୍ଚ ଅନଲାଇନ ସେବା ଲୋକାର୍ପିତ

ଭୁବନେଶ୍ୱର: ୫-ଟି ଉପକ୍ରମ ଜରିଆରେ ଅନଲାଇନ ସେବା ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫-ଟି ଅଧିନରେ ଥିବା ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନଲାଇନ ସେବା ଲୋକାର୍ପିତ ହୋଇଛି । ମହିଳା ଓ ଶିଶୁମାନଙ୍କୁ ତ୍ୱରିତ ଓ ଗୁଣାତ୍ମକ ସେବା ଯୋଗାଇବାରେ ଏହି ଉଦ୍ୟମ ସହାୟକ ହେବ । ଏହି…

ପିପିଲି ଓ ଡେଲାଙ୍ଗବାସୀଙ୍କୁ ୬୮କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ଅବସରରେ ପିପିଲି ଓ ଡେଲାଙ୍କବାସୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି । ସେମାନଙ୍କ ସମସ୍ୟା ଓ ସୁଖ ଦୁଃଖ ପଚାରି ବୁଝିଛନ୍ତି । ଏହି ଅବସରରେ ପିପିଲି- ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୬୮ କୋଟି ଟଙ୍କାର…

ଆଜି ପିପିଲି ଓ ଡେଲାଙ୍ଗ ଜନସାଧାରଣଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବେ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆରମ୍ଭ ହେଲାଣି ସଜବାଜ । ରାଜନୈତିକ ଦଳ ଗୋଟି ଚାଳନା ଆରମ୍ଭ କରିଛନ୍ତି । ଆଜି ଡେଲାଙ୍ଗ ଓ ପିପିଲି ଜନସାଧରଣଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ସମସ୍ୟା ଓ ସୁଖ ଦୁଃଖ ପଚାରି ବୁଝିବେ ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂରେ ଏହି…

ଏଣିକି ଅନଲାଇନରେ ମିଳିବ ହାଇସ୍କୁଲ ସାର୍ଟିଫିକେଟ

 ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସିଖବର। ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ଆଉ ସେମାନଙ୍କର ଦଲିଲ ପାଇବା ପାଇଁ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ବିଏସ୍ଇ) କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିବ ନାହିଁ ।ଏଣିକି ଅନଲାଇନରେ ମିଳିବ ହାଇସ୍କୁଲ ସାର୍ଟିଫିକେଟ । ଏନେଇ ମୁଖ୍ୟମନ୍ତ୍ରୀଙ୍କ…

ବାଣ କାରଖାନାରେ ନିଆଁ ଲାଗି ୧୧ ଜଣଙ୍କ ମୃତ୍ୟୁ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ତାମିଲନାଡ଼ୁ ବିରୁଧୁନଗର ବାଣ ତିଆରି କାରଖାନାରେ ଅଗ୍ନିକାଣ୍ଡରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୩୬ ଜଣ ଆହତ ହୋଇଛନ୍ତି । ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ…

ଏକାମ୍ର କ୍ଷେତ୍ରରେ ବାଇ-ଲ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ରରେ ବାଇ-ଲ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ । ଅନନ୍ତବାସୁଦେବ ଓ ବ୍ରହ୍ମେଶ୍ୱର ମନ୍ଦିର ମନ୍ଦିରରୁ ପ୍ରସ୍ତାବିତ ବାଇ-ଲକୁ ତୁରନ୍ତ କେନ୍ଦ୍ର ସରକାର ପ୍ରତ୍ୟାହାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏହି ପ୍ରସଙ୍ଗକୁ କେନ୍ଦ୍ର…

ଉତ୍ତରାଖଣ୍ଡ ଭୁସ୍ଖଳନ ଘଟଣାରେ ସମବେଦନା ଜଣାଇଲେ ନବୀନ

ଭୁବନେଶ୍ୱର: ଉତ୍ତରାଖଣ୍ଡରେ ଆଜି ଘଟିଥିବା ଭୟଙ୍କର ଭୁସ୍ଖଳନରେ ପ୍ରଭାବିତ ହୋଇଥିବା ପରିବାରଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ଯେ ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନକୁ ନେଇ ସେ ଚିନ୍ତିତ…

କୋଟିଆ ହେବ ଆଦର୍ଶ ପଞ୍ଚାୟତ: ମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଞ୍ଚଳର କୋଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି।…
ବ୍ରେକିଂ