Browsing Tag

corona cases in cuttack

କଟକ ମହାନଗରରୁ ଆଜି ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୫୩୨ ସୁସ୍ଥ

କଟକ:  କଟକ ମହାନଗରରୁ ଆଜି ୨୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ କ୍ୱେରାଣ୍ଟିନରୁ ଓ ୮୨ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।  ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୨୬ରେ ପହଞ୍ଚିଛି…

କଟକ ମହାନଗରରୁ ଆଜି ୪୬୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ:  କଟକ ମହାନଗରରୁ ଆଜି ୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୦ ଜଣ କ୍ୱେରାଣ୍ଟିନରୁ ଓ ୧୭୬ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।  ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୫୪୮ ରେ…
ବ୍ରେକିଂ